ଭୁବନେଶ୍ୱର, 26 ଅଗଷ୍ଟ (ହି.ସ.)
– ପବିତ୍ର ବାଲି
ତୃତୀୟାର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଭାଦ୍ରବ ଶୁକ୍ଳ ତୃତୀୟା ବା ପବିତ୍ର ବାଲି ତୃତୀୟା
ଅବସରରେ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
