
ଭୁବନେଶ୍ୱର, 27 ଡିସେମ୍ବର (ହି.ସ)- କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ମହାଗୁଡି ବୁଲାଣି ନିକଟରେ ଦୁର୍ଘଟଣା ଘଟିଛି । ପଶ୍ଚିମବଙ୍ଗରୁ କିଛି ପର୍ଯ୍ୟଟକ ଦାରିଙ୍ଗିବାଡ଼ି ବୁଲିବାକୁ ଆସିଥିଲେ । ଗୁରୁତରଙ୍କୁ ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
