
ଭୁବନେଶ୍ୱର, 27 ସେପ୍ଟେମ୍ବର (ହି.ସ.)- ପୂର୍ଣ୍ଣଚନ୍ଦ୍ର
ଭାଷାକୋଷର ପ୍ରଣେତା ଗୋପାଳ ଚନ୍ଦ୍ର ପ୍ରହରାଜଙ୍କୁ ପ୍ରଣାମ କରିଛନ୍ତି ଉପମୁଖ୍ୟମନ୍ତ୍ରୀ
ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଆ ଭାଷା
ସାହିତ୍ୟ ଜଗତର ଅମୂଲ୍ୟ ରତ୍ନ ପୂର୍ଣ୍ଣଚନ୍ଦ୍ର ଭାଷାକୋଷର ପ୍ରଣେତା ଗୋପାଳ ଚନ୍ଦ୍ର ପ୍ରହରାଜଙ୍କ
ଜୟନ୍ତୀରେ କୋଟି କୋଟି ପ୍ରଣାମ ଜଣାଉଛି ।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
