ଭୁବନେଶ୍ୱର, 30 ଅଗଷ୍ଟ (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ କହିଛନ୍ତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଦେଶ ସେବା ସହ ଓଡ଼ିଶାକୁ ପ୍ରଗତି ପଥରେ ଆଗେଇ ନେବା ପାଇଁ ତାଙ୍କର ଅବଦାନ ଚିର ସ୍ମରଣୀୟ।
—————
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ
