• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଥିଲେ ଓଡ଼ିଶାର ଲୋକପ୍ରିୟ ନିର୍ଭୀକ ତଥା ଦୁଃସାହାସିକ କର୍ମବୀର ଜନନେତା, ତ୍ରୟୋଦଶ ଭଦ୍ରକ ମହୋତ୍ସବ ଓ ପୁସ୍ତକ ମେଳାର ଦଶମ ସନ୍ଧ୍ୟା
Regional

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଥିଲେ ଓଡ଼ିଶାର ଲୋକପ୍ରିୟ ନିର୍ଭୀକ ତଥା ଦୁଃସାହାସିକ କର୍ମବୀର ଜନନେତା, ତ୍ରୟୋଦଶ ଭଦ୍ରକ ମହୋତ୍ସବ ଓ ପୁସ୍ତକ ମେଳାର ଦଶମ ସନ୍ଧ୍ୟା

CliQ INDIA
Last updated: November 20, 2025 12:51 pm
CliQ INDIA
Share
2 Min Read
SHARE

ଭଦ୍ରକ, ୧୯ ନଭେମ୍ବର (ହି.ସ.) – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଥିଲେ ପ୍ରକୃତରେ ଝଡ଼ର ଇଗଲ ଏବଂ ଦୁଃସାହସ ଥିଲା ତାଙ୍କ ବ୍ୟକ୍ତିତ୍ୱର ଭୂଷଣ । ଓଡ଼ିଶା ରାଜନୀତି ଆକାଶରେ ଉଦୀୟମାନ ସୂର୍ଯ୍ୟ ଭାବେ ସେ ପ୍ରତିଭାତ ହୋଇ କେବଳ ଓଡ଼ିଶା ରାଜନୀତି ନୁହେଁ ଜାତୀୟ ରାଜନୀତିକୁ ବେଶ ପ୍ରଭାବିତ କରିଥିଲେ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ରମନ୍ତ୍ରୀ ଭାବେ ଭୂମିପୁତ୍ର ବିଜୁବାବୁ ଯେଉଁ କୀର୍ତିର ସ୍ୱାକ୍ଷର ଆଙ୍କିଛନ୍ତି ତାହା ଓଡ଼ିଶା ରାଜନୀତି ଇତିହାସରେ ସ୍ୱର୍ଣ୍ଣିମ ଅଧ୍ୟାୟ ବୋଲି ଉତ୍କଳ ଅବନ୍ତିକା ଆବାସିକ ମହାବିଦ୍ୟାଳୟ, ଚରମ୍ପା ପ୍ରାୟୋଜିତ ଭଦ୍ରକ ମହୋତ୍ସବ ଓ ପୁସ୍ତକ ମେଳା ଟ୍ରଷ୍ଟ ଆନୁକୁଲ୍ୟରେ ଭଦ୍ରକ ସହର ମନମୋହନ ସଂଗୀତ ପରିଷଦ ପଡ଼ିଆଠାରେ ତ୍ରୟୋଦଶ ଭଦ୍ରକ ମହୋତ୍ସବ ଓ ପୁସ୍ତକ ମେଳାର ଦଶମ ସନ୍ଧ୍ୟାରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ମହୋତ୍ସବର ଦଶମ ସଂନ୍ଧ୍ୟାକୁ ଜନନାୟକ ହୃଦାନନ୍ଦ ମଲ୍ଲିକଙ୍କ ସ୍ମତିରେ ଉତ୍ସର୍ଗୀକୃତ କରାଯାଇଥିଲା ଏବଂ ‘ ଓଡ଼ିଶା ରାଜନୀତିରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ’ ଶୀର୍ଷକରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲ। ହୋତ୍ସବର ସଭାପତି ଇଂ. ଅଭୟ ସୂତାରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ସାରସ୍ୱତ ସମାରୋହରେ ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲ।ଓ.ଏସ୍‌.ଭି. ଟ୍ରଷ୍ଟର ସଭାପତି ଗୀତିକାର ମଙ୍ଗୁଲୁ କୁମାର ଦାସ ମୁଖ୍ୟ ବକ୍ତା, ଡାକ୍ତର ନବକିଶୋର ଶତପଥୀ, ଉତ୍କଳ ଭାରତୀ ବିଦୁଷ ସଭା ଅଧ୍ୟକ୍ଷ କଣ୍ଡୁରୀ ଚରଣ ନାୟକ, ବିଦ୍ୟାର୍ଥୀ ଗ୍ରୁପସ ଅଫ୍ ଇନଷ୍ଟିଚ୍ୟୁସନ୍ ର ଅଧ୍ୟକ୍ଷ ସୁନୀଲ କୁମାର ପାଢ଼ୀ,ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସଂଯୁକ୍ତା ଯାଦବ, ଶିକ୍ଷୟିତ୍ରୀ ତଥା କବୟିତ୍ରୀ ମନୋରମା ରାୟ, ଭୂମି କନ୍ୟା ମହିଳା ସଂଗଠନର ସମ୍ପାଦିକା ତଥା କବୟିତ୍ରୀ ଦମୟନ୍ତୀ ରାଉତ ବରେଣ୍ୟ ଅତିଥ ଭାବେ ଯୋଗଦେଇଥିଲ। ମହୋତ୍ସବର ସମ୍ପାଦକ ରବି ନାରାୟଣ ଖିଲାର ଅତିଥିମାନଙ୍କୁ ମଂଚ ନିମନ୍ତ୍ରଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ଆବାହକ ଅଧ୍ୟାପକ ନୀହାର ରଞ୍ଜନ କର ସ୍ୱାଗତ ଭାଷଣ ଦେଇଥିଲେ। ସାଂସ୍କୃତିକ ସମ୍ପାଦକ ରାମନାରାୟଣ ମହାନ୍ତି ଓ ମମତା ବଳ ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ।ଏ ବଂ ମହୋତ୍ସବ ସହ ସମ୍ପାଦିକା ସଂଯୁକ୍ତା ବଳନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ମହୋତ୍ସବ କାର୍ଯ୍ୟକ୍ରମକୁ ନାଟ୍ୟଶ୍ରୀ ନିର୍ମଳ ରାଉତ, କବି ନାରାୟଣ ପାଢ଼ୀ, ମିଡ଼ିଆ ସେଲ୍ ଅଧ୍ୟକ୍ଷ ପ୍ରମୋଦ କୁମାର ରାୟ, ଅଞ୍ଜୁବାଳା ରାଉତ, ଅଧ୍ୟାପକ ନାଶିର ବକ୍ସ ପ୍ରମୁଖ ପରିଚାଳନା କରିଥିଲେ। ଏହି ସନ୍ଧ୍ୟାରେ ଆ.ର୍ଡି.ଏସ୍‌. ଡ୍ୟାନ୍ସ ଗ୍ରୁପ କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ

You Might Also Like

ଅର୍ପଣ ରଥ ପରିକ୍ରମାକୁ ଅପରାଜିତାଙ୍କ ନିନ୍ଦା
ଆଗାମୀ ୭ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ
ରଥଯାତ୍ରା ବିଶୃଙ୍ଖଳାକୁ ନେଇ ବର୍ଷିଲା କଂଗ୍ରେସ, କ୍ଷମା ପ୍ରାର୍ଥନା ପାଇଁ ଦାବି
ଶୋକାକୂଳ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଜେପି ନେତା
ଲାୟନ୍ସ କ୍ଲବ୍ ବ୍ରହ୍ମପୁର ଗୋଲ୍ଡ ର ଆଲୋଚନା ସଭା ଏବଂ ନୂତନ କର୍ମକର୍ତ୍ତା ନିର୍ବାଚନ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଆଜି ଠାରୁ ଛତିଶଗଡ଼, ତେଲେଙ୍ଗାନା ଏବଂ ଆନ୍ଧ୍ର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ରାଷ୍ଟ୍ରପତି
Next Article ଆଜିଠୁ ବେଙ୍ଗାଲୁରୁରେ ଦୁଇଦିନିଆ ଭାରତୀୟ ଏୟାରୋସ୍ପେସ ମେଡିସିନ ସୋସିଇଟିର 64ତମ ବାର୍ଷିକ ସମ୍ମିଳନୀ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?