
ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.) ପବିତ୍ର ଦଶହରା ତଥା ବିଜୟାଦଶମୀର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ସେ ଲେଖିଛନ୍ତି ଯେ, ପବିତ୍ର ବିଜୟା ଦଶମୀର ହାର୍ଦ୍ଦିକ ଶୁଭେଚ୍ଛା। ମା’ ସମସ୍ତଙ୍କ ଦୁଃଖ ହରଣ କରି ଜୀବନରେ ସୁଖ ଓ ଶାନ୍ତି ଭରି ଦିଅନ୍ତୁ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
