• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ମହିଳା କନେଷ୍ଟବଳ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ ଉଦବେଗ ପ୍ରକାଶ କଲେ ନବୀନ
Regional

ମହିଳା କନେଷ୍ଟବଳ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ ଉଦବେଗ ପ୍ରକାଶ କଲେ ନବୀନ

CliQ INDIA
Last updated: September 18, 2025 2:31 am
CliQ INDIA
Share
2 Min Read
SHARE

ଭୁବନେଶ୍ୱର,୧୭ ସେପ୍ଟେମ୍ବର (ହି.ସ)- ୨୫ ବର୍ଷୀୟ ମହିଳା କନେଷ୍ଟବଳ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ନୀବନ ସୋସିଆଲ ମିଡିଆରେ ପୋଷ୍ଟ କରି ଗୃହ ବିଭାଗ ଓ ରାଜ୍ୟ ପୋଲିସ୍ ର କାର୍ଯ୍ୟକାରିତା ଉପରେ ବର୍ଷିଛନ୍ତି।

ଏକ୍ସରେ ନବୀନ ଲେଖିଛନ୍ତି କମିଶନରେଟ ପୋଲିସରେ କାର୍ଯ୍ୟରତ ୨୫ ବର୍ଷୀୟ ମହିଳା କନେଷ୍ଟବଳ ରାଜଧାନୀରୁ ନିଖୋଜ ହେବା ଏବଂ ପରେ ତାଙ୍କ ମୃତ ଦେହ ମିଳିବା ମୋତେ ଅତ୍ୟନ୍ତ ବ୍ୟଥିତ ଓ ଚକିତ କରିଛି। ଭୁବନେଶ୍ୱର ଡିସିପି ଟ୍ରାଫିକ୍ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା କନେଷ୍ଟବଳ ଶୁଭମିତ୍ରା ସାହୁ ସେପ୍େଟମ୍ବର ୬ ତାରିଖରେ ଡ୍ୟୁଟି ସାରି ଘରକୁ ଫେରିନଥିଲେ। ତାଙ୍କ ମାଆ ୭ ତାରିଖ ଦିନ ପୋଲିସରେ ବିଧିବଦ୍ଧ ଅଭିଯୋଗ କରିଥିଲେ। ଆଜି ତାଙ୍କ ମୃତ ଦେହ ପୋତା ହୋଇଥିବା ଅବସ୍ଥାରେ ଘଟଗାଁ ନିକଟରୁ ମିଳିଛି।

ଶୁଭମିତ୍ରାଙ୍କ ମୃତ୍ୟୁ ଖବର ମୋତେ ମର୍ମାହତ କରିଛି। ଏହି ଘଟଣା ଗୃହ ବିଭାଗ ଓ ରାଜ୍ୟ ପୋଲିସର କାର୍ଯ୍ୟଦକ୍ଷତା ଓ ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଯଦି ପୋଲିସ ବିଭାଗ ତାଙ୍କ ନିଜର ଜଣେ ମହିଳା କର୍ମଚାରୀଙ୍କୁ ୧୦ ଦିନ ଧରି ଖୋଜି ପାଉନାହିଁ ତେବେ ସାଧାରଣ ନାଗରିକଙ୍କ ଅବସ୍ଥା କିପରି ଥିବ ତାହା ସହଜରେ ଅନୁମେୟ। ଶୁଭମିତ୍ରାଙ୍କ ବାପା ଅଭିଯୁକ୍ତଙ୍କ ବିଷୟରେ ପୂର୍ବରୁ ପୋଲିସକୁ ଅବଗତ କରାଇଥିବା ନେଇ ଗଣମାଧ୍ୟମରେ ରିପୋର୍ଟ ହୋଇଛି। ଏହା ସତ୍ୱେ ତଦନ୍ତ ବାଟବଣା ହେଲା। ଶେଷରେ ମହିଳା କନେଷ୍ଟବଳ ଆଖି ବୁଜିଲେ। ମହିଳାଙ୍କ ସୁରକ୍ଷା ନେଇ ଗୃହ ବିଭାଗ ଓ ପୋଲିସ ଯଦି ତାଙ୍କ କାର୍ଯ୍ୟଶୈଳୀରେ ତୁରନ୍ତ କୌଣସି ପରିବର୍ତନ ନଆଣନ୍ତି ତେବେ ଆଗକୁ ଆହୁରି ଅନେକ ଶୁଭମିତ୍ରାଙ୍କୁ ପରିବାର ଲୋକେ ହରାଇବେ।

ପୂର୍ବରୁ ଗୋପାଳପୁର ଓ ବାଲିହରଚଣ୍ଡୀ ଭଳି ପର୍ଯ୍ୟଟନ ସ୍ଥଳୀରେ ଗଣଦୁଷ୍କର୍ମ ଭଳି ଦୁର୍ଭାଗ୍ୟଜନକ ଘଟଣା ଘଟିଛି। ଏବେ ପୋଲିସ ବିଭାଗର ଜଣେ ମହିଳା କନେଷ୍ଟବଳ ନିଖୋଜ ହେଲେ ଏବଂ ୧୦ ଦିନ ପରେ ମିଳିଲା ମୃତଦେହ। ଗୃହ ବିଭାଗ ତୁରନ୍ତ କୁମ୍ଭକର୍ଣ୍ଣ ନିଦ୍ରାରୁ ଉଠିବା ନିତ୍ୟାନ୍ତ ଆବଶ୍ୟକ।

—————

ହିନ୍ଦୁସ୍ଥାନ ସମାଚାର / ବନ୍ଦନା

You Might Also Like

ଉତ୍କଳରତ୍ନ ବାରିଷ୍ଟର ବିଶ୍ୱନାଥ ମିଶ୍ରଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ
ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଲାଙ୍କୁ ଅକ୍ସିଓମ-4 ମହାକାଶ ମିଶନ ପାଇଁ ଚୟନ କରାଯାଇଥିବାରୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
୧୨ରେ ଓଡ଼ିଶା ଫେରିବେ ନବୀନ – Hindusthan Samachar Odia
ବଲାଙ୍ଗିର ରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ
ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଆଜମଗଡ଼ରେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ,ତିନିଜଣ ଯୁବକଙ୍କ ମୃତ୍ୟୁ ,ଜଣେ ଆହତ
Next Article ମୋଦିଙ୍କ ମୋଦୀଙ୍କ ଜନ୍ମଦିନରେ ଦିଲ୍ଲୀରେ ସେବା ପଖୱାଡା ଆରମ୍ଭ, ଇଣ୍ଡିଆ ଗେଟରେ ରକ୍ତଦାନ ଶିବିର ଏବଂ ସେବା ସଂକଳ୍ପ ପଦଯାତ୍ରା ଆୟୋଜନ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?