ଭୁବନେଶ୍ୱର, 2 ଜାନୁଆରୀ (ହି.ସ.) – ଭାରପ୍ରାପ୍ତ ପୋଲିସ୍ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ ମଙ୍ଗଳବାର ଦିନ ରାଜଭବନ ଠାରେ ରାଜ୍ୟପାଳ ରଘୁବର ଦାସଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହାସହ ଅତିରିକ୍ତ ଡିଜିପି ଆର କେ ଶର୍ମା ଓ ପୋଲିସ୍ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ମଧ୍ୟ ରାଜ୍ୟପାଳଙ୍କୁ ସାକ୍ଷାତ କରିଥିଲେ ।
ହିନ୍ଦୁସ୍ଥାନ ସମାଚାର / ବନ୍ଦନା/ସମନ୍ୱୟ
