
ଭୁବନେଶ୍ୱର, 26 ଡିସେମ୍ବର (ହି.ସ.) – ଓଡ଼ିଶାରେ ଗତ ୨୪ ଘଂଟା ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏଥିସହ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ସପ୍ତାହକ ମଧ୍ୟରେ ରାଜ୍ୟରେ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି ।
ହିନ୍ଦୁସ୍ଥାନ ସମାଚାର / ବନ୍ଦନା
