
ଭୁବନେଶ୍ୱର, 22 ନଭେମ୍ବର (ହି.ସ.)- ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀରେ
ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ
ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ ତଥା
ଜନଜାତି ଜନନାୟକ ବିପ୍ଳବୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
