
ଭୁବନେଶ୍ୱର, 22 ନଭେମ୍ବର – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ମହାନ ସ୍ଵାଧୀନତା ସଂଗ୍ରାମୀ, ଜନଜାତି ଜନନାୟକ, ବିପ୍ଳବୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ।
ହିନ୍ଦୁସ୍ଥାନ ସମାଚାର //ସମନ୍ୱୟ
