• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ସମ୍ବଲପୁର ମଣ୍ଡଳିଆରେ ନୂଆ-ଓକାର୍ଯ୍ୟକ୍ରମ – Hindusthan Samachar Odia
Regional

ସମ୍ବଲପୁର ମଣ୍ଡଳିଆରେ ନୂଆ-ଓକାର୍ଯ୍ୟକ୍ରମ – Hindusthan Samachar Odia

CliQ INDIA
Last updated: January 14, 2024 3:26 am
CliQ INDIA
Share
3 Min Read
SHARE

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଓ ଜର୍ମାନୀରେ ଓଡ଼ିଆ ବୈଜ୍ଞାନିକଙ୍କ ଉଦାହରଣ ଦେଲେ ପାଣ୍ଡିଆନ

ସମ୍ବଲପୁର/ଭୁବନେଶ୍ୱର, 13 ଜାନୁଆରୀ (ହି.ସ.) -ସମ୍ବଲପୁରର ଗଙ୍ଗାଧର ମେହେର କଲେଜରୁ ଯାଇ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହୋଇପାରିଛନ୍ତି ଯାଇପାରିଛନ୍ତି ପ୍ରମୋଦ କୁମାର ମିଶ୍ର ।କଠିନ ପରିଶ୍ରମ ଓ ଅଧ୍ୟବସାୟ ବଳରେ ସରକାରୀ କଲେଜରୁ ପାଠ ପଢି ସେ ଆଜି ସର୍ବୋଚ୍ଚ ସ୍ଥାନରେ ପହଞ୍ଚି ପାରିଛନ୍ତି । ଶୀର୍ଷରେ ପହଞ୍ଚି ମଧ୍ୟ ପରିଶ୍ରମ କେବେ ବନ୍ଦ କରିନାହାନ୍ତି ପ୍ରମୋଦ ମିଶ୍ର ବୋଲି କହିଛନ୍ତି ଫାଇଭ ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।ସମ୍ବଲପୁର ମଣ୍ଡଳିଆଠାରେ ଅନୁଷ୍ଠିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗଦେଇ କଠିନ ପରିଶ୍ରମର କିଛି ବିକଳ୍ପ ନାହିଁ ବୋଲି ପିଲାଙ୍କୁ ବୁଝାଇବାକୁ ଯାଇ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରମୋଦ ମିଶ୍ର ଓ ଜର୍ମାନୀରେ ବୈଜ୍ଞାନିକ ଥିବା ପଶ୍ଚିମ ଓଡିଶାର ପୁଅ ଶେଷ କିଶାନଙ୍କ ଉଦାହରଣ ଦେଇଥିଲେ ପାଣ୍ଡିଆନ ।

କିଛିଦିନ ତଳେ ଦିନେ ରବିବାରରେ ପ୍ରମୋଦ ମିଶ୍ରଙ୍କୁ ପାଣ୍ଡିଆନ ଫୋନ କରିଥିଲେ । ତେବେପ୍ରମୋଦମିଶ୍ର କହିଥିଲେ ସେ ଅଫିସରେ ଅଛନ୍ତି ।ସଫଳତାର ଶୀର୍ଷରେ ପହଞ୍ଚିଥିବା ଜଣେ ବ୍ୟକ୍ତି ରବିବାରରେ ମଧ୍ୟ ଅଫିସରେ କାମ କରୁଛନ୍ତି ।ଏହାହିଁ କଠିନ ପରିଶ୍ରମ , କଠିନ ପରିଶ୍ରମ କରୁଥିବାରୁ ସେ ଯେକୌଣସି ବିଷୟରେ ଅନର୍ଗଳ ତଥ୍ୟ ଭିତ୍ତିକ ମନ୍ତବ୍ୟ ରଖିପାରୁଛନ୍ତି ବୋଲି କହିଥିଲେ ପାଣ୍ଡିଆନ । ପାଣ୍ଡିଆନ ଆଇଏଏସ ଟ୍ରେନିଂ ନେବା ବେଳେ ପ୍ରମୋଦ ମିଶ୍ର କେନ୍ଦ୍ର କୃଷି ସଚିବ ଥିଲେ ଆଉ ଟ୍ରେନିଂ କ୍ଲାସ ନେଉଥିଲେ ।କୃଷି ସମ୍ପର୍କରେ ଯେଉଁଭଳି ବକ୍ତବ୍ୟ ରଖିଥିଲେ ସେଥିରେ ସନ୍ଦେହ ହୋଇଥିଲା ଯେ, ସେ କୃଷି ପାଠ ପଢି ଆସିଛନ୍ତି । ସେହିଭଳି ବିପର୍ଯ୍ୟୟ ପରିଚାଳନା ବୈଠକରେ ତାଙ୍କ ବକ୍ତବ୍ୟ ଶୁଣି ଲାଗିଥିଲା ଯେ, ସେ ବିପର୍ଯ୍ୟୟ ପରିଚାଳନା ପାଠ ପଢିଛନ୍ତି ବୋଲି ।

ସେହିଭଳି ପଶ୍ଚିମ ଓଡିଶାର ଆଉ ଜଣେ ଉଜ୍ୱଳ ତାରକା ଶେଷ କିଶାନଙ୍କ ଉଦାହରଣ ଦେଇଥିଲେ ପାଣ୍ଡିଆନ । ପିଲାବେଳୁ ବାପାମା ଛେଉଣ୍ଡ ହୋଇଥିଲେ ଶେଷ କିଶାନ ।ଗାଁ ସ୍କୁଲରେ ପାଠ ପଢୁଥିଲେ ।ପେଟ ପୋଷିବା ଲାଗି ନିଜେ କାମ ମଧ୍ୟ କରୁଥିଲେ ।କଠିନ ପରିଶ୍ରମ, ପ୍ରବଳ ଇଚ୍ଛାଶକ୍ତି ଓ ନିଷ୍ଠାପର ଅଧ୍ୟବ୍ୟସାୟ ବଳରେ ସେ ଭୁବନେଶ୍ୱର ନାଇଜରରେ ପଢିଲେ ଓ ଗୋଲ୍ଡ ମେଡାଲିଷ୍ଟ ମଧ୍ୟ ହେଲେ ।ପରବର୍ତ୍ତି ସମୟରେ ସେ ଜର୍ମାନୀରେ ବୈଜ୍ଞାନିକ ହୋଇପାରିଲେ ।ଏବେ ସେ ଓଡିଶାରେ ଫାର୍ମା କମ୍ପାନୀ ଖୋଲି ବହୁ ଲୋକଙ୍କୁ ନିଯୁକ୍ତି ଦେବାକୁ ଚାହୁଁଛନ୍ତି ବୋଲି ପାଣ୍ଡିଆନ ପିଲାଙ୍କୁ ଉଦାହରଣ ଦେଇ ନିଜ ଭବିଷ୍ୟତ ଗଢିବାର ଟିପ୍ସ ଦେଇଥିଲେ ।

ସେହିଭଳି ସୋସିଆଲ ମିଡିଆରେ ଅଧିକ ସମୟ ଦେଲେ ନିଜରପାଠ ମନେ ରଖିବାର ଦକ୍ଷତା ହ୍ରାସ ପାଇବ । ଆତ୍ମବିଶ୍ୱାସର ସହ ଦୈନିକ ୧୪ ଘଣ୍ଟା ପରିଶ୍ରମ କଲେ ସଫଳତା ହାତମୁଠାକୁ ଆପଣାଛାଏଁ ଆସିବ । ଛାତ୍ରଛାତ୍ରୀଙ୍କ ଲାଗି ମୁଖ୍ୟମନ୍ତ୍ରୀ କାହିଁକି ଏ ନୂଆ-ଓ କାର୍ଯ୍ୟକ୍ରମ କରିଛନ୍ତି ଏ ନେଇ ଛାତ୍ରଛାତ୍ରୀଙ୍କୁ ସେ କହିଛନ୍ତି ।ଛାତ୍ରଛାତ୍ରୀ ଏବେ ସେମାନଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ପାହାଚରେ ଅଛନ୍ତି ।ସେମାନଙ୍କ ଲାଗି ଏଇ ୫ବର୍ଷ ଅତି ଗୁରୁତ୍ୱପୂର୍ଣ୍ଣ।।୫ ବର୍ଷ ଖଟିଲେ ଆଗାମୀ ୫୦ ବର୍ଷ ଖୁସିରେ କଟାଇବେ ବୋଲି କହିଥିଲେ ଫାଇଭଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

ମଣ୍ଡଳିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ହଜାରହଜାର ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।

ହିନ୍ଦୁସ୍ଥାନ ସମାଚାର / ବନ୍ଦନା/ସମନ୍ୱୟ

You Might Also Like

କାର୍ତ୍ତିକ ପୂର୍ଣ୍ଣିମା ଓ ଦେବ ଦୀପାବଳି ଅବସରରେ ଶୁଭକାମନା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଘଟଗାଁରେ ଶିଶୁ ସୁରଭି ଉଦ୍ଘାଟିତ – Hindusthan Samachar Odia
ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳନ
ଆଜି ବୀର ବାଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଳ ପୁରସ୍କାର ପ୍ରଦାନ
ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ନିଯୁକ୍ତି ରଦ୍ଦ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ନେଇ ଭାରତ-ନେପାଳ ସୀମାରେ ବଢିଲା ସୁରକ୍ଷା
Next Article ଓଡ଼ିଶାରେ ୨୪୦୦ ମେଗାୱାଟ୍ ତାପଜ ବିଦ୍ୟୁତ୍ ପ୍ରକଳ୍ପ ଠିକା କାର୍ଯ୍ୟ ବିଏଚ୍ଇଏଲ୍ (ଭେଲ୍) କୁ ପ୍ରଦାନ କଲା ଏନ୍ଏଲ୍ସିଆଇଏଲ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?