
ଭୁବନେଶ୍ୱର, 23 ଜୁଲାଇ (ହି.ସ.)- ସହିଦ ଚନ୍ଦ୍ରଶେଖର ଆଜାଦଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ
ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ
ସ୍ବାଧିନତା ସଂଗ୍ରାମୀ, ରାଷ୍ଟ୍ର ସେବକ
ଚନ୍ଦ୍ରଶେଖର ଆଜାଦଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ତାଙ୍କର ଅଦମ୍ୟ ତ୍ୟାଗ, ସାହସ ଏବଂ ଦେଶଭକ୍ତି ଆମ ସମସ୍ତଙ୍କ ପାଇଁ ଏକ ପ୍ରେରଣାର ଉତ୍ସ।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
