• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ପକ୍ଷରୁ ମାଗଣା ସ୍ବାସ୍ଥ୍ୟ ଶିବିର
Regional

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ପକ୍ଷରୁ ମାଗଣା ସ୍ବାସ୍ଥ୍ୟ ଶିବିର

CliQ INDIA
Last updated: June 30, 2025 10:15 am
CliQ INDIA
Share
1 Min Read
SHARE

କେନ୍ଦୁଝର, ୨୯ ଜୁନ୍ (ହି.ସ.)- ଗାଁରେ ହାତ ପାହାନ୍ତାରେ ଲୋକକୁ ମିଳିଲା ଉନ୍ନତମାନର ସ୍ୱାସ୍ଥ୍ୟସେବା । କେନ୍ଦୁଝର ଜିଲ୍ଲା ସଦର ବ୍ଲକ ଗୋବର୍ଦ୍ଧନ ଜନତା ଉଚ୍ଚ ବିଦ୍ୟାଳୟରେ ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ୍ ଓ ହାଇଟେକ୍ ମେଡ଼ିକାଲ୍ କଲେଜ ଆଣ୍ଡ ହସ୍ପିଟାଲ୍ ମିଳିତ ଉଦ୍ୟମରେ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜିତ ହୋଇଯାଇଛି । ଏହି ସ୍ୱାସ୍ଥ୍ୟ ପରୀକ୍ଷା ଶିବିରରେ ହାଇଟେକ୍ ମେଡ଼ିକାଲ୍ କଲେଜ ଆଣ୍ଡ ହସ୍ପିଟାଲ୍ ର ୧୨ ଜଣ ଡ଼ାକ୍ତର ଓ ୨୦ ଜଣ କର୍ମଚାରୀ ଯୋଗଦେଇ ଗୋବର୍ଦ୍ଧନ ପଞ୍ଚାୟତ ଓ ଆଖପାଖରୁ ଆସିଥିବା ରୋଗୀମାନଙ୍କର ମାଗଣାରେ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହିତ ସେମାନଙ୍କୁ ଔଷଧ ବଣ୍ଟନ କରିଥିଲେ । ଏଥିସହ ଆଗକୁ ଯେଉଁ ରୋଗୀଙ୍କର ଅଧିକ ଚିକିତ୍ସା ଆବଶ୍ୟକ, ସେମାନଙ୍କୁ ହାଇଟେକ୍ ମେଡ଼ିକାଲ୍ କଲେଜ୍ ଆଣ୍ଡ ହସ୍ପିଟାଲ୍ ତରଫରୁ ନିଃଶୁଳ୍କ ସେବା ଯୋଗାଇବାକୁ ପ୍ରତିଶ୍ରୁତି ଦିଆଯାଇଥିଲା l ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ୍ ତରଫରୁ ସମଗ୍ର ଓଡ଼ିଶାରେ ଏଭଳି ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜିତ କରାଯାଉଥିବା କହିଛନ୍ତି ଆୟୋଜକ । ଏଥିସହ, ଏହି ଶିବିରରେ ଏକସଙ୍ଗେ ଅନେକ ରୋଗର ମାଗଣା ଚିକିତ୍ସା ପାଇ ଖୁସିବ୍ୟକ୍ତ କରିଛନ୍ତି ସ୍ଥାନୀୟ ଲୋକେ ।

ହିନ୍ଦୁସ୍ଥାନ ସମାଚାର / SANTOSH MOHAPATRA

You Might Also Like

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କଲେ ବିପିସିଏଲର ସିନିୟର ମ୍ୟାନେଜର | BulletsIn
ଜୟପୁର ରଥ ଯାତ୍ରା ନେଇ ପ୍ରସ୍ତୁତି ବୈଠକ | BulletsIn
ଜଳବାୟୁ ପରିବର୍ତନ ପାଇଁ ଚିଲିକାରେ ବିଦେଶୀ ପକ୍ଷୀ ସଂଖ୍ୟା କମିଛି – ମନ୍ତ୍ରୀ
ବାଜି ରାଉତଙ୍କ ସ୍ମରଣ କଲେ ନବୀନ ପଟ୍ଟନାୟକ | BulletsIn
ଅସ୍ଥାୟୀ ଦୋକାନ ଉଚ୍ଛେଦ, ଥଇଥାନ ପାଇଁ ଦାବି

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଅଲକନନ୍ଦା ଏବଂ ମନ୍ଦାକିନୀ ନଦୀର ଜଳସ୍ତର ସତର୍କତା ନିକଟବର୍ତୀ, ପ୍ରଶାସନ ସତର୍କ
Next Article ଆଜି ଓ କାଲି ରାଷ୍ଟ୍ରପତିଙ୍କ ଉତରପ୍ରଦେଶ ଗସ୍ତ ଓ ଆଜି ଉପରାଷ୍ଟ୍ରପତିଙ୍କ ରାଜସ୍ଥାନ ଗସ୍ତ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?