
ଭୁବନେଶ୍ୱର, 30 ଡିସେମ୍ବର (ହି.ସ.) ଆଜି ହେଉଛି ମହାନ ସ୍ୱାଧୀନତା ସଂଗ୍ରାମୀ ଛବିଳ ସାଏଙ୍କ ବଳିଦାନ ଦିବସ । ଏହି ଅବସରରେ ତାଙ୍କ ସ୍ମରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ,
ମା’, ମାଟି ଓ ଦେଶ ପାଇଁ ସଂଗ୍ରାମ କରିଥିବା ମହାନ ସଂଗ୍ରାମୀ ଶହୀଦ ବୀର ଛବିଳ ସାଏଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
