• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସମ୍ବିଧାନ କର୍ତବ୍ୟ ଉପରେ ସଚେତନତା ଶିବିର
Regional

ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସମ୍ବିଧାନ କର୍ତବ୍ୟ ଉପରେ ସଚେତନତା ଶିବିର

CliQ INDIA
Last updated: January 29, 2024 3:15 pm
CliQ INDIA
Share
1 Min Read
SHARE

କେନ୍ଦ୍ରାପଡ଼ା, ୨୮ ଜାନୁଆରୀ :- କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୂଲ୍ୟରେ ସମ୍ବିଧାନ କର୍ତବ୍ୟ ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ପ୍ରାଧିକାରଣ ସଚିବ ସୁମିତ୍ରା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମ୍ବିଧାନରେ ଥିବା ବିଭିନ୍ନ ଧାରା ଓ ଏହାର ମୈାଳିକ କର୍ତବ୍ୟ ମାନ ଉପରେ ପୁଙ୍ଖାନୁପୁଙ୍ଖ ଆଲୋକପାତ କରିଥିଲେ । ଶିବିରରେ ଉପସ୍ଥିତ ଥିବା ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ସମ୍ବିଧାନ ସଂପର୍କରେ ବିଭିନ୍ନ ପ୍ରକାର ଉପଦେଶ ମାନ ଦେଇଥିଲେ । ଆଗାମୀ ଦିନରେ ଛାତ୍ରଛାତ୍ରୀ ମାନେ କିପରି ଭଲ ମଣିଷ ରୂପେ ପରିଗଣିତ ହେବେ ସେ ଉପରେ ଆଲୋଚନା କରାଯାଇଥିଲା । କାର୍ଯ୍ୟକ୍ରମରେ ବାରିମୂଳ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମଧୁସୁଦନ ବେହେରା, ପରିଚାଳନା କମିଟି ସଭାପତି ନିତ୍ୟାନନ୍ଦ ପାଣି ଓ ସଦର ଥାନା ସବ୍ ଇନିସପେକ୍ଟର ବିଶ୍ଵ ଭୂଷଣ ସାହାଣୀ ପ୍ରମୁଖ ଯୋଗଦେଇ ସମ୍ବିଧାନ ଉପରେ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।

ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀକାନ୍ତ କୁମାର ସ୍ଵାଇଁ, ଦେବବ୍ରତ ପଲାଇ, ଶାନ୍ତନୁ ବଳ, ବରଦା ପ୍ରସନ୍ନ ମହାପାତ୍ର, ଦିପକ ମହାନ୍ତି, କୁବେର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

You Might Also Like

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୩ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ପୁରୀ ଜିଲ୍ଲାର ପୁରୀରେ ସର୍ବାଧିକ ୭୭.୨ ମି.ମି. ବର୍ଷା ରେକର୍ଡ଼
ଫିଟିଲା ଚିତ୍ତ ରଞ୍ଜନ ବେହେରା ମୃତ୍ୟୁ ରହସ୍ୟ ଗାଡି କିଣାବିକାକୁ ନେଇ ହତ୍ୟାକାଣ୍ଡ ଗିରଫଦାରି ସଂଖ୍ୟା 3, ଜଣେ ଫେରାର୍
ପଠାଣି ସାମନ୍ତଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଜନନାୟକ ଭଗବାନ ବିର୍ସା ମୁଣ୍ଡାଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ
ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କଲେ ମନ୍ତ୍ରୀ ଓ ବିଧାୟକଗଣ | BulletsIn

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଆଜି ଅନୁଷ୍ଠିତ ହେବ ପରୀକ୍ଷା ପେ ଚର୍ଚା କାର୍ଯ୍ୟକ୍ରମ
Next Article ଜମ୍ମୁ-କାଶ୍ମିରରେ ଆଗାମୀ ୨୪ ଘଂଟା ମଧ୍ୟରେ ବର୍ଷା ଓ ବରଫପାତ ସମ୍ଭାବନା
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?