• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ଭଣ୍ଡାରିପୋଖରୀ ବ୍ଲକଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାସଚେତନତା ରଥ ପରିକ୍ରମା
Regional

ଭଣ୍ଡାରିପୋଖରୀ ବ୍ଲକଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାସଚେତନତା ରଥ ପରିକ୍ରମା

CliQ INDIA
Last updated: March 5, 2024 11:18 am
CliQ INDIA
Share
1 Min Read
SHARE

ଭଦ୍ରକ, ୪ମାର୍ଚ୍ଚ :- ଭଣ୍ଡାରିପୋଖରୀ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଶିକ୍ଷା ସଚେତନତା ରଥ ପରିକ୍ରମା ସୋମବାର ଆରମ୍ଭ କରାଯାଇଛି । ବ୍ଲକ ଶିକ୍ଷାଧିକାରୀ ଅଧିର କୁମାର ତରାଇଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉତ୍ସବରେ ପଞ୍ଚାୟତ ସମିତି ଉପାଧ୍ୟକ୍ଷା ସୁମତୀ ସେଠୀ ମୁଖ୍ୟଅତିଥି, ବିଡିଓ ଦେବଦତ୍ତ ଦାସ, ଭଣ୍ଡାରିପୋଖରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ରତିକାନ୍ତ ବେହେରା, ଶିକ୍ଷକ କୈଳାସ ଚନ୍ଦ୍ର ସାମଲ, ଶିକ୍ଷୟତ୍ରୀ ବର୍ଷାରାଣୀ ମଲ୍ଲିକ, ନିର୍ବାହୀ ଅଧିକାରୀ ବିକ୍ରମ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବ୍ୟକ୍ତି ଜୀବନରେ ଶିକ୍ଷାର ମହତ୍ତ୍ୱ ଓ ଗୁରୁତ୍ୱ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସାଜସଜ୍ଜା, ଝୋଟି, ରଙ୍ଗୋଲି, ନୃତ୍ୟ ଆଦି ସଚେତନତାଧର୍ମୀ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ଅଧ୍ୟକ୍ଷା ଶ୍ରୀମତୀ ସେଠୀ ପାତାକା ଦେଖାଇ ରଥ ପରିକ୍ରମା ଶୁଭାରମ୍ଭ କରିଥିଲେ । କାର୍ଯ୍ୟକ୍ରମକୁ ବ୍ଲକ ଶିକ୍ଷା କାର୍ଯ୍ୟାଳୟ କର୍ମଚାରୀମାନେ ପରିଚାଳନା କରିଥିଲେ । ଏହି ରଥକୁ ବିଷ୍ଣୁପୁର ଉପ୍ରା ବିଦ୍ୟାଳୟରେ ସ୍ୱାଗତ କରାଯାଇଛି । ପ୍ରଧାନଶିକ୍ଷକ ଗୌରାଙ୍ଗ ଚନ୍ଦ୍ର ନାଥଙ୍କ ପୌରହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ଅମୂଲ୍ୟ କୁମାର ନାୟକ ମୁଖ୍ୟଅତିଥି, ବିଇଓ ଶ୍ରୀ ତରାଇ, ସମିତି ସଭ୍ୟ ଦୀପକ କୁମାର ପାଣିଗ୍ରାହୀ, ଏସ.ଏମ.ସି. ସଭାପତି ସନାତନ ଜେନା, ଶିକ୍ଷା ସଂଯୋଜକ ଅଜୟ କୁମାର ରାୟ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହି ରଥ ପରିକ୍ରମାର ସଫଳତା କାମନା କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନେ ବିନ୍ନ୍ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିଥିଲେ । ଶିକ୍ଷକ ଶଶିକାନ୍ତ ପତି, ଜୟଦେବ ସେନାପତି, ଶିକ୍ଷୟତ୍ରୀ ପଦ୍ମାବତୀ କର, ପ୍ରୀତିପଦ୍ମା ଦାସ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

You Might Also Like

ଡାକ୍ତର ହେବେ ପ୍ରଥମ ଆଦିମ ଦିଦାୟୀ ଯୁବତୀ ଚମ୍ପା ରାସପେଦା, ଶୁଭେଚ୍ଛା ଜଣାଇଲେ ଜିଲ୍ଲାପାଳ
ବିଶିଷ୍ଟ ଅଭିନେତା ଆସରାନୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ବାଲିଅନ୍ତାର ବିଶ୍ୱଜିତ ନାୟକ ହତ୍ୟା ମାମଲା , ଅଭିଯୁକ୍ତ କେୟାରଟେକର ଗିରଫ
ବଡ଼ବିଲ୍ ଲାଇଟହାଉସ୍‌ରେ ଶିଳ୍ପ–ସମ୍ମୁଖୀନ ସଭା – Hindusthan Samachar Odia
ଭିଜିଲାନ୍ସ ଜାଲରେ ଏମଭିଆଇ ପଞ୍ଚାନନ ବେହେରା

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଷ୍ଟେନଲେସ ଷ୍ଟିଲ ସେକ୍ଟରରେ ପ୍ରଥମ ସବୁଜ ହାଇଡ୍ରୋଜେନ ପ୍ଲାଂଟର ଉଦ୍ଘାଟନ କଲେ ଜ୍ୟୋତିରାଦିତ୍ୟ
Next Article ଓଡିଶାରେ ୩୨୨୩ କୋଟିରୁ ଅଧିକ ମୂଲ୍ୟର ରେଳ ଭିତିଭୂମି ପ୍ରକଳ୍ପର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?