ଭୁବନେଶ୍ୱର, 6 ଏପ୍ରିଲ ଭାରତୀୟ ଜନତା ପାର୍ଟିର ସ୍ଥାପନା ଦିବସ ଭୁବନେଶ୍ୱର ସ୍ଥିତ ରାଜ୍ୟ ମୁଖ୍ୟାଳୟରେ ଶନିବାର ପାଳିତ ହୋଇଯାଇଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦଳୀୟ ପତାକା ଉତୋଳନ କରିଥିଲେ । ଏହି ଅବସରରେ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଓ ପଦାଧିକାରୀ ଉପସ୍ଥିତ ଥିଲେ ।
