• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ
Regional

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

CliQ INDIA
Last updated: February 2, 2024 12:20 pm
CliQ INDIA
Share
1 Min Read
SHARE

ଗଂଜାମ, ୧ ଫେବୃଆରୀ :- ଶେରଗଡ଼ ବ୍ଲକ ଅନ୍ତର୍ଗତ କୁଲାଗଡ଼ ଗ୍ରାମ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସ୍ଥାନୀୟ ସରପଞ୍ଚଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ଯମନ୍ତ୍ରୀଙ୍କ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ଯୋଗଦେଇ କାର୍ଯ୍ଯକ୍ରମକୁ ଉଦ୍ଘାଟନ କରିଥିଲେ। ବ୍ଲକ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକ ପ୍ରଦୀପ ପ୍ରଜ୍ବଳନ କରି ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରିଥିଲେ।

ଏହି ଅବସରରେ କୁଲାଗଡ଼ ଗ୍ରାମ ପଂଚାୟତର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ସମ୍ବଳିତ ଏକ ପୁସ୍ତକକୁ ଉପସ୍ଥିତ ଅତିଥି ମାନେ ଉନ୍ମୋଚନ କରିଥିଲେ। ସମ୍ମାନିତ ଅତିଥି ଭାବରେ ବିଜେଡି ବ୍ଲକ ସଭାପତି ଶରତ ଚନ୍ଦ୍ର ପାତ୍ର, ରାଜ୍ୟ ସମାଜ ମଙ୍ଗଳ ବୋର୍ଡର ସଦସ୍ୟ ହୀନ ବେହେରା, ୫୬ ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟ ଚିତ୍ତରଞ୍ଜନ ପାଣିଗ୍ରାହୀ, ଜିଲ୍ଲା ବିଜେଡି ଉପ ସଭାପତି ହୃଷିକେଶ ପାଢ଼ୀ, ବରିଷ୍ଟ ବିଜେଡି ନେତା ତଥା ଶେରଗଡ଼ ଗ୍ରାମ ପଂଚାୟତର ପୂର୍ବତନ ସରପଞ୍ଚ ମେଘନାଦ ଦାସ, ବିଜୁ ପଟନାୟକ ଜୁନିଅରର ଅଧକ୍ଷ ଗୌରହରି ବିଷୋୟୀ, କୁଳଗଡ଼ର ପୂର୍ବତନ ସରପଞ୍ଚ ବୃନ୍ଦାବନ ଗୌଡ଼, ସମିତି ସଭ୍ୟ କାଳୁ ପ୍ରଧାନ, ମହୁପଦର ସରପଞ୍ଚ ଟୁକୁନା ଦାସ, ସ୍ଥାନୀୟ ସରପଞ୍ଚ ତୁଳସୀଦେବି ବେହେରା, ସମିତି ସଭ୍ୟ ଜିତେନ୍ଦ୍ର ଦାସ ପ୍ରମୁଖ ଯୋଗ ଦେଇଥିଲେ। ଏହା ସହିତ ଗ୍ରାମ ସେବକ ରବି କୁମାର, ଯୁବନେତା ଟୁଟୁ ସ୍ଵାଇଁ ପ୍ରମୁଖ ଉପସ୍ଥିତ ଥିଲେ।

ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ସମସ୍ତ କାର୍ଯ୍ୟକ୍ରମକୁ ଅରୁଣ କୁମାର ପ୍ରଧାନ ସଂଯୋଜନା କରିଥିଲେ।

You Might Also Like

ଅଟୋ ଓଲଟି ଜଣେ ମୃତ – Hindusthan Samachar Odia
ଶ୍ରୀଜୀଉ ଙ୍କ ଅପେକ୍ଷାରେ ନାକଚଣା ଦ୍ୱାର ଓ ୩ ରଥ
ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ନବ ନିର୍ବାଚିତ ନୂଆପଡା ବିଧାୟକ ଜୟ ଢୋଲକିଆଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଦେଶବାସୀଙ୍କୁ ଧନତେରାସର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ବଜେଟ୍ – ବୈଦ୍ୟୁତିକ ଯାନଗୁଡିକର ଦୃଶ୍ୟକୁ ଦୃଢ କରିବା ଏବଂ ବିସ୍ତାର କରିବା ଉପରେ ଦିଆଯିବ ଗୁରୁତ୍ୱ
Next Article ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ପାଞ୍ଚଦିନ ପଚରାଉଚରା କରିବ ଇଡି
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?