ଭୁବନେଶ୍ୱର, ଆଜି ହେଉଛି ପୂର୍ବତନ ପ୍ରଧାନମନ୍ତ୍ରୀ ମୋରାରଜୀ ଦେଶାଇଙ୍କ ପୁଣ୍ୟତିଥି । ଏହି ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମୀ, ଭାରତ ରତ୍ନ, ପୂର୍ବତନ ପ୍ରଧାନମନ୍ତ୍ରୀ ମୋରାରଜୀ ଦେଶାଇଙ୍କ ପୁଣ୍ୟତିଥି ଅବସରରେ କୋଟି କୋଟି ପ୍ରଣାମ ।
