ଭୁବନେଶ୍ୱର, – ବିଶ୍ୱେଶ୍ୱର ଟୁଡୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, କେନ୍ଦ୍ର ଜନଜାତି ମାମଲା ଏବଂ ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି । ଜଗନ୍ନାଥ ମହାପ୍ରଭୁଙ୍କ ନିକଟରେ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘାୟୁ ଜୀବନ କାମନା କରୁଛି ।
