
ଭୁବନେଶ୍ୱର, 1 ଫେବୃଆରୀ : ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ଚିନ୍ତାନାୟକ, ସାନ୍ତାଳୀ କବି ତଥା ‘ଅଲ୍ ଚିକି’ ଲିପିର ପ୍ରଣେତା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି।
