• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ନିର୍ବାଚନ ପ୍ରଚାର ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ
Regional

ନିର୍ବାଚନ ପ୍ରଚାର ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ

CliQ INDIA
Last updated: May 8, 2024 3:34 pm
CliQ INDIA
Share
2 Min Read
SHARE

ଭୁବନେଶ୍ୱର : ଦୁଇ ଥର ପଦ୍ମ, ଦୁଇ ଗୁଣା ବିକାଶ । ଓଡିଶାରେ ହେବ ବିଜେପି ସରକାର ।” ଗତ ୫ ତାରିଖ ଦିନ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା ଓଡିଶା ସଂକଳ୍ପ ପତ୍ରକୁ ଲୋକାର୍ପଣ କରିଥିଲେ ଏବଂ ଗତ କାଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ବ୍ରହ୍ମପୁର ଓ ନବରଙ୍ଗପୁରଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଥିଲେ । କାର୍ଯ୍ୟକର୍ତାଙ୍କ ସମେତ ରାଜ୍ୟବାସୀଙ୍କ ମନରେ ଉତ୍ସାହ ଦ୍ୱଗୁଣିତ ହୋଇଛି । ପାର୍ଟିର ପ୍ରଚାର ଓ ପ୍ରସାରକୁ ଶାଣିତ କରିବା ପାଇଁ କେନ୍ଦ୍ରୀୟ ନେତୃବୃନ୍ଦଙ୍କ ଗସ୍ତ କାର୍ଯ୍ୟକ୍ରମ ଜାରୀ ରହିଛି । ଏହି ପରିପ୍ରେକ୍ଷୀରେ ଆସନ୍ତା କାଲି ୮ ଓ ୯ ତାରିଖ ଦିନ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଓ ଶ୍ରୀ ନୀତିନ ଗଡକରୀ, ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଓଡିଶା ଆସୁଛନ୍ତି ବୋଲି ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଆଜି ୮ ତାରିଖ ଦିନ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ଲାଲବାହାଦୁର ଷ୍ଟାଡିୟମଠାରେ ମଧ୍ୟାହ୍ନ ୧୨.୩୦ରେ ଏବଂ ରାୟଗଡାରେ ଅପରାହ୍ନ ୨.୩୦ରେ ଅନୁଷ୍ଠିତ ବିଶାଳ ଜନସଭାକୁ ସମ୍ବୋଧନ କରିବା ସହ ଦଳୀୟ ପ୍ରାର୍ଥୀ ସପକ୍ଷରେ ପ୍ରଚାର କରିବେ ।

ଛତିଶଗଡ ମୁଖ୍ୟମନ୍ତ୍ରୀ ଆଜି ୮ ତାରିଖ ଦିନ ମଧ୍ୟାହ୍ନ ୧୨.୧୦ରେ ନବରଙ୍ଗପୁର ଲୋକସଭା ଅନ୍ତର୍ଗତ କୋଟପାଡଠାରେ ଏବଂ ଅପରାହ୍ନ ୨ଟାରେ ଉମରକୋଟଠାରେ ଅନୁଷ୍ଠିତ ଜନସଭାରେ ଯୋଗ ଦେବେ । ସେହିପରି ଶ୍ରୀ ସାଏ ୯ ତାରିଖ ଦିନ ସକାଳ ୧୦ରେ କୋରାପୁଟର ଲକ୍ଷ୍ମୀପୁର, ପୂର୍ବାହ୍ନ ୧୧.୩୦ରେ ପଟ୍ଟାଙ୍ଗୀ ଏବଂ ଅପରାହ୍ନ ୧ଟାରେ କୋରାପୁଟଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ ।

ସେହିପରି ଅନ୍ୟତମ କେନ୍ଦ୍ରମନ୍ତ୍ରୀ ଶ୍ରୀ ନୀତିନ ଗଡକରୀ ଆସନ୍ତା ୯ ତାରିଖ ଦିନ ଦିଲ୍ଲୀରୁ ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ ପୁରୀ ଗସ୍ତ କରିବେ । ମଧ୍ୟାହ୍ନ ୧୨.୩୦ରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡକରୀ ଅପରାହ୍ନ ୩ଟାରେ କୃଷ୍ଣପ୍ରସାଦ ଏବଂ ଅପରାହ୍ନ ୪.୧୫ରେ ପିପିଲିଠାରେ ଅନୁଷ୍ଠିତ ବିଶାଳ ଜନସଭାକୁ ସମ୍ବୋଧନ କରିବା ସହ ଦଳୀୟ ପ୍ରାର୍ଥୀ ସପକ୍ଷରେ ପ୍ରଚାର କରିବେ ।

ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ଆସନ୍ତା ୯ ତାରିଖ ଦିନ ପୂର୍ବାହ୍ନ ୧୦.୩୦ରେ ମାଲକାନଗିରି ଜିଲ୍ଲା କାଳିମେଳାଠାରେ, ମଧ୍ୟାହ୍ନ ୧୨.୧୦ରେ ଚିତ୍ରକୋଣ୍ଡାଠାରେ ଏବଂ ଅପରାହ୍ନ ୩ଟାରେ ଆସ୍କା ଲୋକସଭା ଅନ୍ତର୍ଗତ ଖଲିକୋଟଠାରେ ଅନୁଷ୍ଠିତ ଜନସଭାରେ ଯୋଗ ଦେବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।

You Might Also Like

ସୋମନାଥ ମନ୍ଦିର ଆସ୍ଥା, ସ୍ୱାଭିମାନ ଓ ଅତୁଟ ସଂକଳ୍ପର ଶାଶ୍ୱତ ପ୍ରତୀକ- ପ୍ରଭାତି ପରିଡା
ବଜ୍ରପାତରୁ ରକ୍ଷା ନିମନ୍ତେ ତାଳ ଗୋଟମା ଲଗାଇଲା ତିହିଡି ଯୁବମଂଚ, ୪୦୦ ଗୋଟାମା ରୋପଣ କରିବାକୁ ଲକ୍ଷ୍ୟ ରଖିଛି ସଂଗଠନ
ସୁରେଶ ପୂଜାରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ମ୍ୟାଚ ପୂର୍ବରୁ ଆଜି ବାରବାଟୀରେ ତିନି – ତିନି ଘଂଟା ଅଭ୍ୟାସ କରିବେ ଉଭୟ ଟିମ
(ଅପଡେଟ) କେନ୍ଦୁଝରରେ ଭୟଙ୍କର ଦୁର୍ଘଟଣା ଅଧାରେ ରହିଗଲା ମାଆ ତାରିଣୀ ଦର୍ଶନ ଟ୍ରକକୁ ପଛରୁ ପିଟିଲା ଭ୍ୟାନ, 8 ମୃତ, 12 ଗୁରୁତର ଦୁର୍ଘଟଣାରେ 3 ପରିବାର ନିଶ୍ଚିହ୍ନ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ପ୍ରଥମ ରାଷ୍ଟ୍ରପତି ଭାବେ ଏøତିହାସିକ ତାରାଦେବୀ ମନ୍ଦିର ପରିଦର୍ଶନ କଲେ ଦ୍ରୌପଦୀ ମୁର୍ମୁ
Next Article କମ୍ପାନୀର ସେୟାରଗୁଡିକରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ହ୍ରାସ, ଦୁର୍ବଳ ଫଳାଫଳ ପରେ ଆଇଟି ସେୟାର ହ୍ରାସ ପାଇଛି
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?