
ଭୁବନେଶ୍ୱର, 27 ନଭେମ୍ବର (ହି.ସ.) ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେଉଛି। ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୯ଟି କାର୍ଯ୍ୟଦିବସ ରହିଛି। ଅପରାହ୍ଣରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧିତ କରିବେ।
—————
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ
