• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦରୁ ଅବସରପ୍ରାପ୍ତ କର୍ମଚାରୀଙ୍କ ତୃତୀୟ ବାର୍ଷିକ ଉତ୍ସବ
Regional

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦରୁ ଅବସରପ୍ରାପ୍ତ କର୍ମଚାରୀଙ୍କ ତୃତୀୟ ବାର୍ଷିକ ଉତ୍ସବ

CliQ INDIA
Last updated: December 24, 2023 5:21 am
CliQ INDIA
Share
1 Min Read
SHARE
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦରୁ ଅବସରପ୍ରାପ୍ତ କର୍ମଚାରୀଙ୍କ ତୃତୀୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର, ୨୩ ଡିସେମ୍ବର (ହି.ସ.) – କାଉନସିଲ୍ ଅଫ ହାୟର ସେକେଣ୍ଡାରୀ ଏଜୁକେସନ, ଓଡ଼ିଶା ପକ୍ଷରୁ ଅନୁଷ୍ଠାନର ତୃତୀୟ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଅବସରପ୍ରାପ୍ତ କର୍ମଚାରୀ ସଂଘର ଏହି ପ୍ରତିଷ୍ଠା ଉତ୍ସବ ଭୁବନେଶ୍ୱରସ୍ଥିତ ଜୟଦେବ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲୋଚନା ଦାସ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦ୍ଘାଟନ କରିଥିଲେ । ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ଯୋଜନା ବୋର୍ଡ଼ ଉପାଧ୍ୟ ତଥା ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ପ୍ରଖ୍ୟାତ ଶିକ୍ଷାବିତ୍ ତଥା ତିରୁପତି ବିଶ୍ୱବିଦ୍ୟାଳୟର କୁଳପତି ଡ. ହରେକୃଷ୍ଣ ଶତପଥୀ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ସଦସ୍ୟ ବାଇଧର ପ୍ରଧାନ, ସଚିବ ଶୁଭ୍ରବାଳା ବେହେରା ପ୍ରମୁଖ ଅନୁଷ୍ଠାନର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଅବସରପ୍ରାପ୍ତ କର୍ମଚାରୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମହଙ୍ଗା ଭତ୍ତା ପ୍ରଦାନ କରୁଥିବାରୁ ସଂଘର ସଭାପତି ବିଶ୍ୱନାଥ ମହାନ୍ତି ଅଶେଷ ଧନ୍ୟବାଦ ଜଣାଇଥିଲେ ।

ଏହି ଉତ୍ସବରେ ସମ୍ବଲପୁର, ବାରିପଦା, ବ୍ରହ୍ମପୁର ଓ ଭୁବନେଶ୍ୱରର ସମସ୍ତ ସଦସ୍ୟ ଯୋଗ ଦେଇଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଅନ୍ତାକ୍ଷରୀ ପ୍ରତିଯୋଗିତା ଓ ଚକାନୟନ ଭଜନ ନନ୍ଧ୍ୟା ମଣ୍ଡଳୀ ଦ୍ୱାରା କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି ଉତ୍ସବରେ ଚକ୍ରଧର ସାହୁ, ଜ୍ଞାନରଞ୍ଜନ ମହାନ୍ତି, ରବୀନ୍ଦ୍ର ନାୟକ, ରବିନାରାୟଣ ସେନାପତ, ଅର୍ଚ୍ଚନା ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ । ଉତ୍ସବ ଶେଷରେ ଧୀରେନ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।

ହିନ୍ଦୁସ୍ଥାନ ସମାଚାର/ଭାନୁ

You Might Also Like

ଇସକଫ୍ ଗଞ୍ଜାମ ଜିଲ୍ଲା ସମ୍ମିଳନୀ ଅନୁଷ୍ଠିତ ଓ କର୍ମକର୍ତ୍ତା ନିର୍ବାଚନ
ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ
ଏଆଇ ଧରିବ ବେଆଇନ ଲଘୁ ଖଣିଜ ଓ ଖଣିଜ ଦ୍ରବ୍ୟର ଖନନ, ବାଣିଜ୍ୟ, ପରିବହନ ଏବଂ ସଂରକ୍ଷଣ
ଶ୍ରୀକ୍ଷେତ୍ରରେ ପଂଚୁକର ଦ୍ବିତୀୟ ଦିନ, ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ତ୍ରିବିକ୍ରମ ବେଶ
ବଡ଼ବିଲ୍ ଲାଇଟହାଉସ୍‌ରେ ଶିଳ୍ପ–ସମ୍ମୁଖୀନ ସଭା – Hindusthan Samachar Odia

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଅଯୋଧ୍ୟା ଉତ୍ସବର ଶୁଭାରମ୍ଭ କଲେ ଆରଏସ୍ଏସ୍ ସହ ସରକାର୍ଯ୍ୟବାହ ଡା. କୃଷ୍ଣଗୋପାଳ
Next Article ଚମ୍ପୁଆ ବ୍ଲକ୍ ରଙ୍ଗାମାଟିଆ ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମରେରେ ଯୋଗ ଦେଲେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?