
ଭୁବନେଶ୍ୱର, 9 ଡିସେମ୍ବର (ହି.ସ.)କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ଔପନ୍ୟାସିକ ତଥା ରାଜ୍ଯ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
