• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ମହକ 2025 ଉଦଘାଟିତ
Regional

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ମହକ 2025 ଉଦଘାଟିତ

CliQ INDIA
Last updated: September 13, 2025 10:26 pm
CliQ INDIA
Share
3 Min Read
SHARE

ଭବାନୀପାଟଣା: 13 ସେପ୍ଟେମ୍ବର (ହି. ସ) ସ୍ଥାନୀୟ ଟାଉନ ହଲ ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ମହକ କାର୍ଯ୍ୟକ୍ରମ ମହା ଆଡମ୍ବର ସହକାରେ ଉଦଘାଟିତ ହୋଇଯାଇଛି। ଶିଶୁ ଯତ୍ନ ଅନୁଷ୍ଠାନ ରେ ରହୁଥିବା ଶିଶୁ ମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ କଳା ଓ ପ୍ରତିଭା ର ବିକାଶ କରିବା ଉଦ୍ଦେଶ୍ୟ ରେ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟ।ଳୟ ତଥା ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ କଳାହାଣ୍ଡି ଜିଲ୍ଲା ର ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସମ୍ପାଦିକା ସ୍ନିଗ୍ଧା ପଣ୍ଡା, ବାଲଗୋପାଲ ସେବା ନିକେତନ ଶିଶୁ ଯତ୍ନ ଅନୁଷ୍ଠାନ ର ଶିଶୁ ଅତିଥି ବାବୁଲି ମାଝୀ , ଶିଶୁ ମଙ୍ଗଳ ସମିତି ର ଅଧ୍ୟକ୍ଷ ରୂପେଶ କୁମାର ହୋତା, ସଦସ୍ୟ ସଞ୍ଜୟ କୁମାର ଓ ଅଶୋକ ରଞ୍ଜନ ଚୌଧୁରୀ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, କିଶୋର ନ୍ୟାୟ ବୋର୍ଡ ର ସଦସ୍ୟା ସ୍ଵର୍ଣ୍ଣଲତା ମହାନ୍ତି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ସଭାକାର୍ଯ୍ୟ ପରିଚାଳନା କରିଥିଲେ ବାଲଗୋପାଲ ସେବା ନିକେତନ ଅନୁଷ୍ଠାନ ର ମୁଖ୍ୟ ଶ୍ରୀ ହେମନ୍ତ ମୁଣ୍ଡ ଏବଂ ଧନ୍ୟବାଦ୍ ଅର୍ପଣ କରିଥିଲେ ଶିଶୁ ସୁରକ୍ଷା କାର୍ଯ୍ୟାଳୟ ର ଅଂଶୁମାନ ବାବୁ। ଏହି କାର୍ଯ୍ୟକ୍ରମରେ ଶିଶୁ ଯତ୍ନ ଅନୁଷ୍ଠାନର ଶିଶୁ ମାନଙ୍କ ମଧ୍ୟରେ କନିଷ୍ଠ ଓ ବରିଷ୍ଠ ବର୍ଗରେ ବତ୍କୃତା, ଏକକ ସଙ୍ଗୀତ, ଚିତ୍ରାଙ୍କନ, କୁଇଜ୍ ଏବଂ ଦଳଗତ ନୃତ୍ୟ ଭଳି ବିଭିନ୍ନ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା। ଅପର।ହ୍ନ ୫ ଟା ସମୟ ରେ ଏହି କାର୍ଯ୍ୟକ୍ରମ ର ଉଦଯାପନୀ ପର୍ବ ପାଳନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ, କଳାହାଣ୍ଡି ର ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦର୍ଵାନ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, SWO ତଥା ସୁରକ୍ଷା ଅଧିକାରୀ ସୁଚରିତା ମହାପାତ୍ର, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂହ ରାଉତ, ଶିଶୁ ମଙ୍ଗଳ ସମିତି ର ଅଧ୍ୟକ୍ଷ ରୂପେଶ କୁମାର ହୋତା, ସଦସ୍ୟ ବୃନ୍ଦ ସଞ୍ଜୟ କୁମାର, ଅଶୋକ ରଞ୍ଜନ ଚୌଧୁରୀ ଓ ଭାରତ ଭୁଷଣ ପଣ୍ଡା, କିଶୋର ନ୍ୟାୟ ବୋର୍ଡ ର ସଦସ୍ୟା ଭବାନୀ ପଟ୍ଟନାୟକ ଓ ସ୍ୱର୍ଣଲତା ମହାନ୍ତି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ମହାପାତ୍ର, ବରିଷ୍ଠ ଆଇନଯିବୀ ଜୟ ଶଙ୍କର ସିଂଦେଓ ପ୍ରମୁଖ ଉପସ୍ଥିତ ଥିଲେ। ଅତିଥି ମାନଙ୍କ ଦ୍ଵାରା କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରା ଯାଇଥିଲା। ଏହି ଜିଲ୍ଲା ସ୍ତରୀୟ ମହକ କାର୍ଯ୍ୟକ୍ରମ ରେ ସମସ୍ତ ବିଭାଗରେ ପ୍ରଥମ ସ୍ଥାନ ହାସଲ କରିଥିବା କୃତି ପ୍ରତିଯୋଗୀ ମାନେ ଆସନ୍ତା ନଭେମ୍ବର ମାସରେ ହେବାକୁ ଥିବା ରାଜ୍ୟ ସ୍ତରୀୟ ମହକ କାର୍ଯ୍ୟକ୍ରମ ରେ ଯୋଗଦାନ କରିବା ପାଇଁ ଚୟନ ହୋଇଛନ୍ତି ଏବଂ ସେମାନେ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରି ଜିଲ୍ଲା ପାଇଁ ଗୌରବ ଆଣିବା ପାଇଁ ଆଶାବାଦୀ ଅଛନ୍ତି।ହିନ୍ଦୁସ୍ଥାନ ସମାଚାର

ହିନ୍ଦୁସ୍ଥାନ ସମାଚାର / ଜୟକୃଷ୍ଣ

You Might Also Like

ବଡବିଲ ଦୁର୍ଘଟଣାରେ ବୁଦ୍ଧାଦିତ୍ୟ ନାଏକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, 4ଲକ୍ଷ ସହାୟତା ରାଶି ଘୋଷଣା
ବଳଙ୍ଗା ପୀଡ଼ିତାଙ୍କୁ କବର ଦିଆଗଲା – Hindusthan Samachar Odia
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୋଟ ସଂଗ୍ରହକାରୀ ରାଜକିଶୋର ମହନ୍ତ | BulletsIn
ଏନଏସି ମାନ୍ୟତା ଦାବିରେ ୬ ଘଂଟିଆ ବେଗୁନିଆ ବନ୍ଦ
ବିଲ ମଝିରେ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ : ସ୍ତ୍ରୀ ମୃତ, ସ୍ଵାମୀ ଗୁରୁତର

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଗଣେଶ ବିସର୍ଜନ ଶୋଭାଯାତ୍ରା ସମୟରେ ଦୁର୍ଘଟଣା, 8 ମୃତ, 20ରୁ ଅଧିକ ଆହତ
Next Article ଋଷରେ 7ରୁ ଅଧିକ ତୀବ୍ରତାର ଭୂକମ୍ପ, ସୁନାମୀ ଆଲର୍ଟ ଜାରି
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?