ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.)
– ପଣ୍ଡିତ
ଗୋଦାବରୀଶ ମିଶ୍ରଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପଞ୍ଚସଖା ଯୁଗର ଅନ୍ୟତମ ସାରସ୍ୱତ ସାଧକ
ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି| ଓଡ଼ିଆ ଭାଷା ସାହିତ୍ୟ ପାଇଁ ତାଙ୍କର ବହୁମୂଲ୍ୟ ଅବଦାନ ସର୍ବଦା
ସ୍ମରଣୀୟ |
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
