• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ବଳଙ୍ଗା ପୀଡ଼ିତାଙ୍କୁ କବର ଦିଆଗଲା – Hindusthan Samachar Odia
Regional

ବଳଙ୍ଗା ପୀଡ଼ିତାଙ୍କୁ କବର ଦିଆଗଲା – Hindusthan Samachar Odia

CliQ INDIA
Last updated: August 5, 2025 3:31 am
CliQ INDIA
Share
2 Min Read
SHARE

ପୁରୀ, ୪ ଅଗଷ୍ଟ (ହି.ସ.)- ପୁରୀ ଜିଲ୍ଲା ବଳଙ୍ଗା ଥାନା ଅନ୍ତର୍ଗତ ବାୟାବର ନୂଆଗୋପାଳପୁର ପୀଡ଼ିତାଙ୍କୁ ମୁସଲିମ ରୀତିନୀତି ଅନୁସାରେ ଆଜି ପୂର୍ବାହ୍ନରେ କବର ଦିଆଯାଇଛି । ଗାଁ କବରସ୍ତାନରେ ପୀଡ଼ିତାଙ୍କୁ କବର ଦେଇଛନ୍ତି ସମ୍ପର୍କୀୟ । ପୀଡ଼ିତାଙ୍କ ଏଭଳି ଦୁଃଖଦ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁନାହାଁନ୍ତି ପରିବାର ଲୋକ, ଗ୍ରାମବାସୀ ଏବଂ ଅଂଚଳବାସୀ । ଆତ୍ମୀୟଙ୍କ କାନ୍ଦବୋବାଳିରେ ଫାଟି ପଡୁଥିଲା ସମଗ୍ର ଅଂଚଳ । ଶେଷ ଦର୍ଶନ ପାଇଁ ପହଂଚି ଥିଲେ ନେତା, କର୍ମୀ, ବିଭିନ୍ନ ଦଳର ପ୍ରତିନିଧି ଏବଂ ବିଭିନ୍ନ ସାମାଜିକ ସଂଗଠନର କର୍ମକର୍ତା । ଏହି ସମୟରେ ସେଠାରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା । ପୋଲିସର ସୁରକ୍ଷା ବଳୟରେ ରହିଥିଲା କବରସ୍ତାନ ।

ସକାଳେ ଇସଲାମ ଧର୍ମ ଅନୁସାରେ ନମାଜ ପାଠ ପରେ କବର ସ୍ଥାନରେ ପୀଡ଼ିତାଙ୍କୁ କବର ଦିଆଯାଇଛି । ଶୋକାକୂଳ ପରିବେଶ ମଧ୍ୟରେ ପୀଡ଼ିତାଙ୍କ ମୃତଦେହକୁ କବର ଦିଆଯାଇଛି । ପୀଡ଼ିତାଙ୍କ ଶେଷକୃତ୍ୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ସାମିଲ୍ ହୋଇଥିଲେ । ପୀଡ଼ିତାଙ୍କ ଶେଷଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ପୀଡ଼ିତାଙ୍କ ବାପାଙ୍କୁ ଭେଟି ସମବେଦନା ଜଣାଇଥିଲେ । ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏହି ସମୟରେ ଗାଁରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଥିଲା ।

ପ୍ରକାଶ ଥାଉକି, ଗତ ମାସ ୧୯ ତାରିଖ ସକାଳେ ଘର ଠାରୁ କିଛି ଦୂର ନଦୀ ବନ୍ଧରେ ସମ୍ପୃକ୍ତ ୧୬ ବର୍ଷିୟା ନାବାଳିକାଙ୍କ ଶରୀରରେ କିରୋସିନି ଢାଳି କେହି ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଥିଲା । ପୀଡ଼ିତାଙ୍କ ଶରୀରର ୭୦ ପ୍ରତିଶତ ପୋଡି ଯାଇଥିଲା । ପୀଡ଼ିତାଙ୍କୁ ଦୁଃଖିଶ୍ୟାମ ସେନାପତି ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ । ପ୍ରଥମେ ପିପିଲି ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ଭୁବନେଶ୍ୱର ଏମ୍ସ ଏବଂ ପରେ ଅଧିକ ଚିକିତ୍ସା ନିମନ୍ତେ ତାଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ୨ ତାରିଖ ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ଘଟିଥିଲା ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

You Might Also Like

ବେଇଆନ ଛଟେଇ ପ୍ରତିବାଦରେ ଏସେଲ ମାଇନିଙ୍ଗ କାରଖାନା ଫାଟକ ସମ୍ମୁଖରେ ଆମରଣ ଅନଶନ
ଇ- ରେଳ ଟିକେଟ ବୁକିଂ ବାଧାପ୍ରାପ୍ତ
ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ | BulletsIn
ଆଜି ବିଜୟାଦଶମୀ, ମଣ୍ଡପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି
ରେଡ ରିବନ କ୍ଲବ ତରଫରୁ ଏଡସ ସଚେତନତା କାର୍ଯ୍ୟକ୍ରମ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ସୁନା ବଜାରରେ ସୁନା ମୂଲ୍ୟରେ ବଡ଼ ହ୍ରାସ, ରୂପା ମୂଲ୍ୟରେ ମଧ୍ୟ ସାମାନ୍ୟ ହ୍ରାସ
Next Article କୁଲଗାମ ଜିଲ୍ଲାର ଅଖଲ ଦେବସରରେ ସୁରକ୍ଷା ବାହିନୀର ଅଭିଯାନ ଚତୁର୍ଥ ଦିନ ପାଇଁ ଜାରି
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?