ଭୁବନେଶ୍ୱର, 3 ଡିସେମ୍ବର (ହି.ସ.)- ଆଜି ରମାଦେବୀଙ୍କ ଜୟନ୍ତୀ । ଏହି ଅବସରରେ ବିଧାନସଭା
ପରିସରରେ ଥିବା ରମାଦେବୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସମେତ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ,
ବରିଷ୍ଠ ମନ୍ତ୍ରୀ ଓ ନେତୃବୃନ୍ଦ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
