ଭୁବନେଶ୍ୱର, 19 ଅଗଷ୍ଟ (ହି.ସ.)- ଭାରତର ନବମ
ରାଷ୍ଟ୍ରପତି ଡ଼ଃ ଶଙ୍କର ଦୟାଲ ଶର୍ମାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ
ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଭାରତର ନବମ
ରାଷ୍ଟ୍ରପତି ଡ଼ଃ ଶଙ୍କର ଦୟାଲ ଶର୍ମାଙ୍କ ଜୟନ୍ତୀରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
