ଭୁବନେଶ୍ୱର, 15 ଜାନୁଆରୀ (ହି.ସ.) ରାଜ୍ୟବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
