
ଭୁବନେଶ୍ୱର, 03 ନଭେମ୍ବର – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରମାଦେବୀ ଚୌଧୁରୀଙ୍କୁ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଓଡ଼ିଶାର ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ସମାଜସେବୀ ସ୍ୱର୍ଗତ ରମାଦେବୀ ଚୌଧୁରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ
