ଭୁବନେଶ୍ୱର, 13 ସେପ୍ଟେମ୍ବର (ହି.ସ.)- ରାଜ୍ୟପାଳଙ୍କ
ସହ ସମଲେଶ୍ୱରୀଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ,ନେଇ ସୋସିଆଲ
ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ରାଜ୍ୟପାଳ ଡ.ହରିବାବୁ କମ୍ଭମପତିଙ୍କ
ସହ ସମ୍ବଲପୁରର ଇଷ୍ଟ ଦେବୀ ମା’ ସମଲେଶ୍ୱରୀ ମନ୍ଦିରରେ
ଦର୍ଶନ କରିବାର ସୌଭାଗ୍ୟ ଲାଭ କଲି । ମା’ଙ୍କ ପାଖରେ ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳ କାମନା କରୁଛି ।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
