
ଭୁବନେଶ୍ୱର, 29 ନଭେମ୍ବର (ହି.ସ.)- ଆଣ୍ଡାମାନ ସାଗରର ଲଘୁଚାପ ୱେଲ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରେ ଗତକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଆଜି ତାହା ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
